ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଲୋକମାନ୍ୟ ତିଲକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
प्रविष्टि तिथि:
23 JUL 2023 9:41AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକମାନ୍ୟ ତିଲକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସ୍ୱାଧୀନତା ସଂଗ୍ରାମରେ ତାଙ୍କ ସାହସ, ସଂଘର୍ଷ, ଉତ୍ସର୍ଗ ସର୍ବଦା ଦେଶବାସୀଙ୍କୁ ପ୍ରେରିତ କରିବ ବୋଲି କହିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ପୂର୍ଣ୍ଣ ସ୍ୱରାଜ ଦାବିରେ ବିଦେଶୀ ଶାସନର ମୁଳଦୁଆକୁ ଦୋହଲାଇ ଦେଇଥିବା ଦେଶର ଅମର ଯୋଦ୍ଧା ଲୋକମାନ୍ୟ ତିଲକଙ୍କୁ କୋଟି କୋଟି ପ୍ରଣାମ । ସ୍ୱାଧୀନତା ସଂଗ୍ରାମରେ ତାଙ୍କ ସାହସ, ସଂଘର୍ଷ, ଉତ୍ସର୍ଗ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ ।’
SR
(रिलीज़ आईडी: 1941892)
आगंतुक पटल : 141
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Malayalam