ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ମଦନ ଦାସ ଦେବୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 24 JUL 2023 12:57PM by PIB Bhubaneshwar

ବରିଷ୍ଠ ଆରଏସଏସ ନେତା ଶ୍ରୀ ମଦନ ଦାସ ଦେବୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ଏକ ଟୁଇଟରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶ୍ରୀ ମଦନ ଦାସ ଦେବୀ ନିଜ ଜୀବନକୁ ଦେଶ ସେବାରେ ଉତ୍ସର୍ଗ କରିଥିଲେ ପ୍ରଧାନମନ୍ତ୍ରୀ ଦିବଗଂତ ନେତାଙ୍କ ସହ ନିଜ ବ୍ୟକ୍ତିଗତ ସମ୍ପର୍କକୁ ମଧ୍ୟ ମନେପକାଇ କହିଛନ୍ତି ଯେ, ତାଙ୍କଠାରୁ ସେ ବହୁତ କିଛି ଶିଖିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ଶ୍ରୀ ମଦନ ଦାସ ଦେବୀଙ୍କ ଦେହାନ୍ତରେ ବହୁତ ଦୁଃଖିତ ସେ ନିଜ ସମଗ୍ର ଜୀବନ ଦେଶସେବାରେ ସମର୍ପିତ କରିଦେଇଛନ୍ତି ତାଙ୍କ ସହ ମୋର କେବଳ ଘନିଷ୍ଠ ସମ୍ପର୍କ ଥିଲା ବରଂ ସବୁବେଳେ କିଛି ନା କିଛି ଶିଖିବାକୁ ମିଳିଛି ଏହି ଦୁଃଖଦ ସମୟରେ ଈଶ୍ୱର ସମସ୍ତ କାର୍ଯ୍ୟକର୍ତ୍ତା ଏବଂ ତାଙ୍କ ପରିବାରକୁ ଶକ୍ତି ଦିଅନ୍ତୁ

SR


(रिलीज़ आईडी: 1942005) आगंतुक पटल : 133
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam