ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ରାଜ୍ୟପାଳ
प्रविष्टि तिथि:
27 JUL 2023 12:06PM by PIB Bhubaneswar
ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ଗତକାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ଉତ୍ତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ୍ ପଟେଲ ଗତକାଲି, ଜୁଲାଇ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି’ ।
SR
(रिलीज़ आईडी: 1943246)
आगंतुक पटल : 159
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam