ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମାଇକ୍ରୋନ୍ ଟେକ୍ନୋଲୋଜିର ସଭାପତି ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 29 JUL 2023 11:03AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗରରେ ମାଇକ୍ରୋନ୍ ଟେକ୍‌ନୋଲୋଜିର ସଭାପତି ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି। ସେ ଭାରତରେ ସେମି କଣ୍ଡକ୍‌ଟରର ଉତ୍ପାଦନ ସମ୍ପର୍କିତ ଇକୋସିଷ୍ଟମକୁ ମଜବୁତ କରିବା ପାଇଁ ମାଇକ୍ରୋନ୍ ଟେକ୍‌ନୋଲୋଜିର ଯୋଜନା ଉପରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟ୍ବିଟ୍ କରିଛି :

@ମାଇକ୍ରୋନ ଟେକର ଅଧ୍ୟକ୍ଷ ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରା ପିଏମ @ ନରେନ୍ଦ୍ର ମୋଦୀଙ୍କ ସହିତ ଗାନ୍ଧୀ ନଗରରେ ସାକ୍ଷାତ କରିଛନ୍ତି। ସେ ଭାରତରେ ସେମିକଣ୍ଡକଟରର ଉତ୍ପାଦନ ସମ୍ପର୍କିତ ଇକୋସିଷ୍ଟମକୁ ମଜବୁତ୍ କରିବା ପାଇଁ ମାଇକ୍ରୋନ ଟେକ୍‌ନୋଲୋଜିର ଯୋଜନା ଉପରେ ଆଲୋଚନା କରିଛନ୍ତି।’’

BS


(रिलीज़ आईडी: 1943886) आगंतुक पटल : 133
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam