ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭାରତକୁ ଜ୍ଞାନର କେନ୍ଦ୍ର ବନାଇବାରେ ଏନଇପିର ଭୂମିକାକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର
Posted On:
29 JUL 2023 12:34PM by PIB Bhubaneshwar
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜାତୀୟ ଶିକ୍ଷା ନୀତିର ତୃତୀୟ ବର୍ଷପୂର୍ତ୍ତି ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲିଖିତ ‘ୱାନ୍ସ ଏଗେନ୍, ଏ ନଲେଜ୍ ହବ୍’ ଆଲେଖ୍ୟକୁ ସେୟାର କରାଯାଇଛି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି:
‘ଜାତୀୟ ଶିକ୍ଷା ନୀତିର ତୃତୀୟ ବର୍ଷପୂର୍ତ୍ତି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ଭାରତକୁ ଉଦୀୟମାନ ପ୍ରଯୁକ୍ତିବିଦ୍ୟା କେନ୍ଦ୍ରରେ ପରିଣତ କରିବା ପାଇଁ କିପରି ଏହି ନୀତି ପ୍ରସ୍ତୁତ କରାଯାଇଛି’ ।
SR
(Release ID: 1943930)
Visitor Counter : 133
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam