ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାରାଷ୍ଟ୍ରର ଶାହପୁରରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ଘୋଷଣା

Posted On: 01 AUG 2023 11:13AM by PIB Bhubaneshwar

ମହାରାଷ୍ଟ୍ରର ଶାହପୁରରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:

ମହାରାଷ୍ଟ୍ରର ଶାହପୁରରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ମର୍ମାହତ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ମୋର ସମବେଦନା ଆହତ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛୁ ଏନଡିଆରଏଫ୍ ଏବଂ ସ୍ଥାନୀୟ ପ୍ରଶାସନ ଦୁର୍ଘଟଣାସ୍ଥଳରେ କାର୍ଯ୍ୟ କରୁଛନ୍ତି ଏବଂ ପୀଡ଼ିତଙ୍କୁ ସମସ୍ତ ସହାୟତା ନିଶ୍ଚିତ କରିବା ଦିଗରେ ସବୁ ପ୍ରକାର ପଦକ୍ଷେପ ନିଆଯାଉଛି

ପ୍ରତି ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Pained by the tragic mishap in Shahapur, Maharashtra. My deepest condolences to the families of those who lost their lives. Our thoughts and prayers are with those who are injured. NDRF and local administration are working at the site of the mishap and all possible measures are…

— PMO India (@PMOIndia) August 1, 2023

SR



(Release ID: 1944547) Visitor Counter : 66