ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 09 AUG 2023 11:50AM by PIB Bhubaneshwar

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଶ୍ରୀ ମୋଦୀ କହିଛନ୍ତି, ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶବାଦ ଶାସନରୁ ମୁକ୍ତ କରିବାରେ ଭାରତ ଛାଡ଼ ଆନ୍ଦୋଳନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ଏହି ଅବସରରେ ଶ୍ରୀ ମୋଦୀ ଏକ ଭିଡିଓ ବାର୍ତ୍ତାରେ ନିଜ ଭାବନା ସେୟାର କରିଛନ୍ତି

 

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ମହାନ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶ ଶାସନରୁ ମୁକ୍ତ କରିବାରେ ଏହି ଆନ୍ଦୋଳନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ଆଜି ଭାରତ ଏକ ସ୍ୱରରେ କହୁଛି:

 

ଦୁର୍ନୀତି ଭାରତ ଛାଡ଼

ରାଜବଂଶ ଭାରତ ଛାଡ଼

ତୁଷ୍ଟିକରଣ ଭାରତ ଛାଡ଼

 

 

SR


(रिलीज़ आईडी: 1947103) आगंतुक पटल : 172
इस विज्ञप्ति को इन भाषाओं में पढ़ें: Gujarati , English , Urdu , हिन्दी , Marathi , Bengali , Manipuri , Assamese , Punjabi , Tamil , Telugu , Kannada , Malayalam