ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଣିପୁର ଲୋକଙ୍କ ସହ ଭାରତ ଛିଡ଼ା ହୋଇଛି

प्रविष्टि तिथि: 15 AUG 2023 8:42AM by PIB Bhubaneswar

ମଣିପୁର ଲୋକଙ୍କ ସହ ଭାରତ ଛିଡ଼ା ହୋଇଛି ଏବଂ ସେଠାରେ ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ହେବ ବୋଲି ୭୭ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲାରୁ କହିଛନ୍ତି

ସେ କହିଛନ୍ତି, ମଣିପୁରରେ କିଛି ଦିନ ହେଲା ଅଶାନ୍ତି, ହିଂସା ଜାରି ରହିଛି ଏବଂ ମହିଳାଙ୍କ ମର୍ଯ୍ୟାଦା ଉପରେ ଆକ୍ରମଣ ହେଉଥିବା ଖବର ଆସୁଛି ମଣିପୁର ଲୋକ ଗତ କିଛି ସମୟ ଧରି ଶାନ୍ତି ବଜାୟ ରଖିଛନ୍ତି ଏବଂ ସେମାନେ ଶାନ୍ତି ପ୍ରକ୍ରିୟା ଆଗକୁ ବଢ଼ାଇବାକୁ ସେ ଆହ୍ୱାନ ଦେଇଛନ୍ତି ସେ କହିଛନ୍ତି, ‘ରାଜ୍ୟ କେନ୍ଦ୍ର ସରକାର ସେହି ସମସ୍ୟାଗୁଡ଼ିକର ସମାଧାନ କରିବା ପାଇଁ ମିଳିମିଶି କାମ କରୁଛନ୍ତି ଏବଂ ଆଗକୁ ମଧ୍ୟ ଏହା ଜାରି ରହିବ

 

SR


(रिलीज़ आईडी: 1948985) आगंतुक पटल : 216
इस विज्ञप्ति को इन भाषाओं में पढ़ें: Assamese , English , Khasi , Urdu , Marathi , हिन्दी , Nepali , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam