ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ସ୍ୱାଧୀନତା ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Posted On: 15 AUG 2023 4:01PM by PIB Bhubaneshwar

ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅମୃତ କାଳରେ ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ସଂକଳ୍ପକୁ ସୁଦୃଢ଼ କରିବାକୁ ସେ ଆହ୍ୱାନ ଦେଇଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ଆପଣ ସମସ୍ତଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଆସନ୍ତୁ ଏହି ଐତିହାସିକ ଅବସରରେ ଏକ ବିକଶିତ ଭାରତର ସଂକଳ୍ପକୁ ଆହୁରି ମଜଭୁତ କରିବା ଜୟ ହିନ୍ଦ୍‌’

 

SR



(Release ID: 1948989) Visitor Counter : 66