ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସ୍ୱାଧୀନତା ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
Posted On:
15 AUG 2023 4:01PM by PIB Bhubaneshwar
ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅମୃତ କାଳରେ ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ସଂକଳ୍ପକୁ ସୁଦୃଢ଼ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
‘ଆପଣ ସମସ୍ତଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା । ଆସନ୍ତୁ ଏହି ଐତିହାସିକ ଅବସରରେ ଏକ ବିକଶିତ ଭାରତର ସଂକଳ୍ପକୁ ଆହୁରି ମଜଭୁତ କରିବା । ଜୟ ହିନ୍ଦ୍’ ।
SR
(Release ID: 1948989)
Visitor Counter : 143
Read this release in:
Assamese
,
English
,
Urdu
,
Marathi
,
Hindi
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam