ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 16 AUG 2023 1:15PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୧୪୦ କୋଟି ଲୋକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ମୁଁ ଭାରତର ୧୪୦ କୋଟି ଲୋକଙ୍କ ସହ ମିଶି ମହାନ୍ ଅଟଳ ଜୀଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଉଛି ତାଙ୍କ ନେତୃତ୍ୱରେ ଭାରତ ବେଶ୍ ଉପକୃତ ହୋଇଥିଲା ଆମ ଦେଶର ବିକାଶ ଏବଂ ଅନେକ କ୍ଷେତ୍ରରେ ଦେଶକୁ ଏକବିଂଶ ଶତାବ୍ଦୀକୁ ନେବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ

SR


(ରିଲିଜ ଆଡି: 1949317) ପରିଦର୍ଶକ କାଉଣ୍ଟର : 154