ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ପୁଷ୍ପ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
16 AUG 2023 12:54PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ‘ସଦୈବ ଅଟଳ’ ସମାଧି ସ୍ଥଳରେ ପୂଷ୍ପମାଲ୍ୟ ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ରାଷ୍ଟ୍ରସେବାରେ ଜୀବନବ୍ୟାପୀ ସମର୍ପିତ ରହିଥିôବା ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀ ଜୀଙ୍କୁ ଆଜି ତାଙ୍କ ପୁଣ୍ୟତିଥିରେ ‘ସଦୈବ ଅଟଳ’କୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି’ ।
SR
(ରିଲିଜ ଆଡି: 1949638)
ପରିଦର୍ଶକ କାଉଣ୍ଟର : 154
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam