ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବେଙ୍ଗାଲୁରୁର କେମ୍ବ୍ରିଜ ଲେଆଉଟଠାରେ ଭାରତର ପ୍ରଥମ ୩ଡି ମୁଦ୍ରିତ ପୋଷ୍ଟ ଅଫିସର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 AUG 2023 1:10PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର କେମ୍ବ୍ରିଜ ଲେଆଉଟଠାରେ ଭାରତର ପ୍ରଥମ ୩ଡି ମୁଦ୍ରିତ ଡାକ ଅଫିସ୍ ଆମ ଦେଶର ଅଭିନବ ତଥା ପ୍ରଗତିର ପ୍ରମାଣ ବୋଲି କହିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘ବେଙ୍ଗାଲୁରୁର କେମ୍ବ୍ରିଜ ଲେଆଉଟଠାରେ ଭାରତର ପ୍ରଥମ ୩ଡି ମୁଦ୍ରିତ ପୋଷ୍ଟ ଅଫିସ ଦେଖି ପ୍ରତ୍ୟେକ ଭାରତୀୟ ଗର୍ବିତ ହେବେ । ଆମଦେଶର ଉଦ୍ଭାବନ ଏବଂ ପ୍ରଗତିର ଏହା ଏକ ପ୍ରମାଣ ଏବଂ ଆତ୍ମନିର୍ଭରଶୀଳ ଭାରତର ଆତ୍ମାକୁ ମଧ୍ୟ ଏହା ଦର୍ଶାଉଛି । ଡାକଘର କାମ ସମ୍ପୂର୍ଣ୍ଣ ହୋଇଥିବା ନେଇ ସୁନିଶ୍ଚିତ କରାଇବା ପାଇଁ କଠିନ ପରିଶ୍ରମ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଶଂସା ।’

SR


(ରିଲିଜ ଆଡି: 1950168) ପରିଦର୍ଶକ କାଉଣ୍ଟର : 171