ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନଧନ ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧିକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 AUG 2023 9:52AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନ ଧନ ଆକାଉଣ୍ଟରେ ଉଲ୍ଲେଖନୀୟ ଉପଲବ୍ଧିକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଜନ ଧନ ଆକାଉଣ୍ଟ ସଂଖ୍ୟା ୫୦ କୋଟି ଟପିଛି

ଏହି ଆକାଉଣ୍ଟଗୁଡ଼ିକ ମଧ୍ୟରୁ ଅଧାରୁ ଅଧିକ ଆମ ନାରୀ ଶକ୍ତିଙ୍କର ଦେଖି ଆହୁରି ଖୁସି ବୋଲି ଶ୍ରୀ ମୋଦୀ କହିଛନ୍ତି

ପିଆଇବି ଇଣ୍ଡିଆର ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ଏହା ଏକ ଉଲ୍ଲେଖନୀୟ ଉପଲବ୍ଧି ଏହା ଦେଖି ଖୁସି ଯେ ଏହି ଆକାଉଣ୍ଟଗୁଡ଼ିକ ମଧ୍ୟରୁ ଅଧାରୁ ଅଧିକ ଆମ ନାରୀଶକ୍ତିଙ୍କର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧସହରାଞ୍ଚଳରେ ୬୭% ଆକାଉଣ୍ଟ ଖୋଲାଯାଇଥିବାବେଳେ ଆମେ ସୁନିଶ୍ଚିତ କରୁଛୁ ଯେ ଆର୍ଥିକ ଅନ୍ତର୍ଭୂକ୍ତିକରଣର ଲାଭ ଆମ ଦେଶର ପ୍ରତ୍ୟେକ କୋଣରେ ପହଞ୍ଚିବ

SR


(ରିଲିଜ ଆଡି: 1950427) ପରିଦର୍ଶକ କାଉଣ୍ଟର : 152