ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତର ଅର୍ଥ ବ୍ୟବସ୍ଥା ଏହି ଚ୍ୟାଲେଞ୍ଜିଂ ସମୟରେ ଆଶାର କିରଣ ଭାବେ ଚମକିଛି : ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 AUG 2023 6:42PM by PIB Bhubaneswar

ଭାରତ ପାଇଁ ଆଶାବାଦୀ ହେବାର କାରଣ ସମ୍ପର୍କରେ ମନିକଣ୍ଟ୍ରୋଲ ୱେବସାଇଟ୍ ଦ୍ୱାରା ପ୍ରବନ୍ଧ ଏବଂ ଇନଫୋଗ୍ରାଫିକ୍ସ ସଂଗ୍ରହ ଉପରେ ମନ୍ତବ୍ୟ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଅର୍ଥନୀତିର ଦୃଢ଼ ଅଭିବୃଦ୍ଧି ଏବଂ ସ୍ଥିରତାକୁ ଦୋହରାଇଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟରରେ ପୋଷ୍ଟ କରିଛନ୍ତି -

‘‘ ଭାରତର ଅର୍ଥ ବ୍ୟବସ୍ଥା ଏହି ଚ୍ୟାଲେଞ୍ଜିଂ ସମୟରେ ଆଶାର କିରଣ ଭାବେ ଚମକିଛି। ଦୃଢ଼ ଅଭିବୃଦ୍ଧି ଏବଂ ଦୃଢ଼ ମନୋବଳ ସହିତ ଭବିଷ୍ୟତ ଆଶାଜନକ ଲାଗୁଛି। ଆସନ୍ତୁ ଏହି ଗତିକୁ ବଜାୟ ରଖିବା ଏବଂ ୧୪୦ କୋଟି ଭାରତୀୟଙ୍କ ପାଇଁ ସମୃଦ୍ଧି ସୁନିଶ୍ଚିତ କରିବା।‘‘

HS


(ରିଲିଜ ଆଡି: 1950488) ପରିଦର୍ଶକ କାଉଣ୍ଟର : 165