ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମହାରାଜା ବୀର ବିକ୍ରମ ମାଣିକ୍ୟ ବାହାଦୂରଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
19 AUG 2023 6:34PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଜା ବୀର ବିକ୍ରମ ମାଣିଜ୍ୟ ବାହାଦୂରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ମହାରାଜା ବୀର ବିକ୍ରମ ମାଣିକ୍ୟ ବାହାଦୂରଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ସ୍ମରଣ କରୁଛି । ତାଙ୍କ ଦର୍ଶନ ଏବଂ ନେତୃତ୍ୱ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଯୋଗାଇବ । ସେ ଜଣେ ମହାନ ବ୍ୟକ୍ତିତ୍ୱ ଥିଲେ ଯିଏ କି ତ୍ରିପୁରାର ସାମାଜିକ-ଅର୍ଥନୈତିକ ପ୍ରଗତି ପାଇଁ ନିରନ୍ତର କାର୍ଯ୍ୟ କରିଥିଲେ’ ।
SR
(रिलीज़ आईडी: 1950546)
आगंतुक पटल : 169
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam