ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଶ୍ରୀ ଶ୍ରେଥା ଥାଭିସିନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 23 AUG 2023 7:53AM by PIB Bhubaneshwar

ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରୀ ଶ୍ରେଥା ଥାଭିସିନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଥାଭିସିନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ଥାଇଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଉଚ୍ଚସ୍ତରକୁ ନେବା ଲାଗି ମୁଁ ଆପଣଙ୍କ ସହ ମିଶି କାମ କରିବା ପାଇଁ ଉତ୍ସୁକ ।’ 

 

SR


(रिलीज़ आईडी: 1951296) आगंतुक पटल : 151
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam