ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

Posted On: 22 AUG 2023 6:29PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୨ ଅପରାହ୍ନରେ ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଦକ୍ଷିଣ ଆଫ୍ରିକାର ଉପରାଷ୍ଟ୍ରପତି ଶ୍ରୀ ପିଲ୍ ସିନୋକୋସା ମାସାଟାଇଲ୍ ବିମାନବନ୍ଦରରେ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ପାରମ୍ପରିକ ଢଙ୍ଗରେ ମଧ୍ୟ ସ୍ୱାଗତ କରାଯାଇଥିଲା ।

SR




(Release ID: 1951300) Visitor Counter : 101