ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କାମ୍ବୋଡିଆର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଡ. ହୁନ୍ ମାନେଟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ଶୁଭେଚ୍ଛା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଦେଇଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
24 AUG 2023 10:05PM by PIB Bhubaneswar
କାମ୍ବୋଡିଆର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଡ. ହୁନ୍ ମାନେଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘କାମ୍ବୋଡିଆର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିବାରୁ ଡ. ହୁନ୍ ମାନେଟଙ୍କୁ ଅଭିନନ୍ଦନ । ଆମର ବନ୍ଧୁତ୍ୱପୂର୍ଣ୍ଣ ଐତିହାସିକ ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ମୁଁ ଆପଣଙ୍କ ସହ କାର୍ଯ୍ୟ କରିବାକୁ ଉତ୍ସାହିତ’ ।
SR
(ରିଲିଜ ଆଡି: 1952026)
ପରିଦର୍ଶକ କାଉଣ୍ଟର : 125
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam