ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

‘ଅଜ୍ଞାତ ସୈନିକଙ୍କ ସମାଧି’ରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 25 AUG 2023 3:53PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସରେ ‘ଟମ୍ବ୍ ଅଫ୍ ଅନନୋନ୍ ସୋଲ୍‌ଜର’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ସେ ଏକ ଔପଚାରିକ ଗାର୍ଡ ଅଫ୍ ଅନର ଗ୍ରହଣ କରିଥିଲେ ।

SR


(ରିଲିଜ ଆଡି: 1952366) ପରିଦର୍ଶକ କାଉଣ୍ଟର : 141