ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆଇବିଏସଏ ବିଶ୍ୱ କ୍ରୀଡ଼ାରେ ସ୍ୱର୍ଣ୍ଣ ଜିତିଥିବାରୁ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 26 AUG 2023 10:30PM by PIB Bhubaneshwar

ଆଇବିଏସଏ ବିଶ୍ୱ କ୍ରୀଡ଼ାରେ ସ୍ୱର୍ଣ୍ଣ ଜିତିଥିବାରୁ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଟିମକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

ଆଇବିଏସଏ ବିଶ୍ୱ କ୍ରୀଡ଼ାରେ ସ୍ୱର୍ଣ୍ଣ ଜିତିଥିବାରୁ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ୍ ଟିମକୁ ଅଭିନନ୍ଦନ ଏହା ଏକ ସ୍ମରଣୀୟ ସଫଳତା ଯାହା ଆମ ମହିଳା କ୍ରୀଡ଼ାବିତଙ୍କ ଅଦମ୍ୟ ପ୍ରତିଭା ଭାବନାର ଉଦାହରଣ ଭାରତ ଗର୍ବର ସହ ଝୁମୁଛି!’

SR


(रिलीज़ आईडी: 1953153) आगंतुक पटल : 139
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam