ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ଜାତୀୟ କ୍ରୀଡ଼ା ଦିବସରେ ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ମେଜର ଧ୍ୟାନଚାନ୍ଦଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦେଲେ

Posted On: 29 AUG 2023 8:54AM by PIB Bhubaneshwar

ଜାତୀୟ କ୍ରୀଡ଼ା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ମେଜର ଧ୍ୟାନଚାନ୍ଦଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ମଧ୍ୟ ଅର୍ପଣ କରିଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ଜାତୀୟ କ୍ରୀଡ଼ା ଦିବସରେ ସମସ୍ତ କ୍ରୀଡ଼ାବିତଙ୍କୁ ମୋର ଶୁଭେଚ୍ଛା ଦେଶ ପାଇଁ ସେମାନଙ୍କ ଅବଦାନ ପାଇଁ ଭାରତ ଗର୍ବିତ ଏଥିସହ ମେଜର ଧ୍ୟାନଚାନ୍ଦଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ମୁଁ ଶ୍ରଦ୍ଧାଞ୍ଜଳି ମଧ୍ୟ ଅର୍ପଣ କରୁଛି

SR



(Release ID: 1953207) Visitor Counter : 99