ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିଙ୍ଗାପୁର ରାଷ୍ଟ୍ରପତି ନିର୍ବାଚନ ଜିତିବା ପାଇଁ ଥର୍ମନ ଶନମୁଗରତ୍ନମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 02 SEP 2023 10:40AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଥର୍ମନ ଶନମୁଗରତ୍ନମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ସିଙ୍ଗାପୁର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଥର୍ମନ ଶନମୁଗରତ୍ନମଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ସିଙ୍ଗାପୁର ମଧ୍ୟରେ ରଣନୈତିକ ଭାଗିଦାରୀକୁ ଆହୁରି ମଜଭୁତ କରିବା ପାଇଁ ମୁଁ ଆପଣଙ୍କ ସହ ମିଶି କାମ କରିବାକୁ ଉତ୍ସୁକ ।’

 

SR


(रिलीज़ आईडी: 1954396) आगंतुक पटल : 138
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam