ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି: ପ୍ରଧାନମନ୍ତ୍ରୀ

Posted On: 09 SEP 2023 6:50PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ପାଇଁ ପ୍ରଶଂସା କରିଛନ୍ତି ଏବଂ ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ନୂଆଦିଲ୍ଲୀ ନେତାଙ୍କ ଘୋଷଣାପତ୍ରର ଡିଜିଟାଲ କପି ସେୟାର କରି ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ନୂଆଦିଲ୍ଲୀ ନେତାଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି। ସହମତି ଓ ଭାବନାରେ ଏକାଠି ହୋଇ ଆମେ ଏକ ଉନ୍ନତ, ଅଧିକ ସମୃଦ୍ଧ ଏବଂ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭବିଷ୍ୟତ ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଉଛୁ । ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ ମୁଁ କୃତଜ୍ଞତା ଜଣାଉଛି।‘‘

HS



(Release ID: 1955925) Visitor Counter : 123