ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିନ୍ଦୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
Posted On:
14 SEP 2023 10:03AM by PIB Bhubaneshwar
ହିନ୍ଦୀ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:
‘ମୋର ସମସ୍ତ ପରିବାରଜନଙ୍କୁ ହିନ୍ଦୀ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ହିନ୍ଦୀ ଭାଷା ରାଷ୍ଟ୍ରୀୟ ଏକତା ଏବଂ ସଦ୍ଭାବନାର ସୂତ୍ରକୁ ଆହୁରି ମଜଭୁତ କରୁ ବୋଲି ମୋର କାମନା ।’
SR
(Release ID: 1957278)
Visitor Counter : 98
Read this release in:
Urdu
,
English
,
Marathi
,
Hindi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam