ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିଙ୍ଗାପୁର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 16 SEP 2023 2:25PM by PIB Bhubaneswar

ସିଙ୍ଗାପୁର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ସିଙ୍ଗାପୁରର ପରିବର୍ତ୍ତନରେ ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ତାଙ୍କ ଦୂରଦୃଷ୍ଟି, ନିରନ୍ତର ପ୍ରୟାସ ତାଙ୍କ ମହାନତାର ପ୍ରମାଣ । ତାଙ୍କ କାମ ବିଶ୍ୱନେତାଙ୍କୁ ପ୍ରେରଣା ଦେବା ଜାରି ରଖିବ ।’

 

 

SR


(ରିଲିଜ ଆଡି: 1958008) ପରିଦର୍ଶକ କାଉଣ୍ଟର : 128