ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପରିବେଶ ସଙ୍କଟ ଏବଂ ଆହ୍ୱାନର ମୁକାବିଲା ପାଇଁ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଜି୨୦ ଦେଶଗୁଡ଼ିକର ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର
ପୋଷ୍ଟ କରାଯିବା ଦିନାଙ୍କ:
16 SEP 2023 3:05PM by PIB Bhubaneswar
କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦର ଯାଦବଙ୍କ ଏକ ଆର୍ଟିକଲ ମାଧ୍ୟମରେ ଜଳବାୟୁ ପରିବର୍ତ୍ତନ ସମେତ ପରିବେଶ ସଙ୍କଟ ଏବଂ ଆହ୍ୱାନର ମୁକାବିଲା ପାଇଁ ପଦକ୍ଷେପକୁ ତ୍ୱରାନ୍ୱିତ କରିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱୀକାର କରିଛନ୍ତି ।
କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦର ଯାଦବଙ୍କ ଏକ୍ସ ପୋଷ୍ଟକୁ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:
‘କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦର ଯାଦବ ସ୍ପଷ୍ଟ କରିଛନ୍ତି ଯେ, ଦିଲ୍ଲୀ ଘୋଷଣାନାମା ସହିତ ଜି୨୦ ଦେଶଗୁଡ଼ିକ ଜଳବାୟୁ ପରିବର୍ତ୍ତନ, ପରିବେଶ ସଙ୍କଟ ତଥା ଆହ୍ୱାନର ମୁକାବିଲା ପାଇଁ ପଦକ୍ଷେପକୁ ତ୍ୱରାନ୍ୱିତ କରିବା ଲାଗି ପ୍ରତିଶ୍ରୁତି ଦେଇଛନ୍ତି ।’
SR
(ରିଲିଜ ଆଡି: 1958125)
ପରିଦର୍ଶକ କାଉଣ୍ଟର : 170
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam