ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ୟୁନୋସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ଶାନ୍ତିନିକେତନ ସାମିଲ ହେବାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 17 SEP 2023 9:22PM by PIB Bhubaneshwar

ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ଶାନ୍ତିନିକେତନ ସାମିଲ ହେବାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି

ଏକ୍ସରେ ଶ୍ର୍ରୀ ମୋଦୀ ପୋଷ୍ଟ କରିଛନ୍ତି:

ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଦୃଷ୍ଟିକୋଣ ତଥା ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇଥିବାରୁ ଖୁସି ଏହା ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ ’’

SR



(Release ID: 1958372) Visitor Counter : 114