ପୋଷ୍ଟ କରାଯିବା ଦିନାଙ୍କ:
20 SEP 2023 8:06PM by PIB Bhubaneswar
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାନଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି;
“ନୂଆଁଖାଇର ଶୁଭେଚ୍ଛା । ଆଜି ଆମ ଚାଷୀଙ୍କ ପରିଶ୍ରମକୁ କୃତଜ୍ଞତା ଜଣାଇବାର ଅବସର । ମୁଁ ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ମଙ୍ଗଳ କାମନା କରୁଛି । ନୂଆଁଖାଇ ଜୁହାର୍ !”
*********
P.S.