ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ କ୍ରୀଡ଼ାରେ ଭାରତର ମହିଳା କ୍ରିକେଟ ଟିମକୁ ସ୍ୱର୍ଣ୍ଣ ମିଳିବାର ଖୁସି ମନାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
25 SEP 2023 3:46PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ କ୍ରୀଡ଼ା ୨୦୨୨ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଭାରତର ମହିଳା କ୍ରିକେଟ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, ‘ଆମ ମହିଳା କ୍ରିକେଟ ଟିମ୍ ଏସୀୟ କ୍ରୀଡ଼ାରେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଦେଶ ସେମାନଙ୍କ ଅବିଶ୍ୱସନୀୟ ଉପଲବ୍ଧି ପାଇଁ ଖୁସି । ଆମ ଝିଅମାନେ ନିଜ ପ୍ରତିଭା, ଧୈର୍ଯ୍ୟ, ଦକ୍ଷତା ଏବଂ ଟିମୱର୍କରେ ଖେଳର ମଇଦାନରେ ବି ତ୍ରିରଙ୍ଗା ଉଚ୍ଚା ରଖୁଛନ୍ତି । ତୁମର ଏହି ବିଜୟ ପାଇଁ ଅଭିନନ୍ଦନ ।’
SR
(रिलीज़ आईडी: 1960749)
आगंतुक पटल : 118
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam