ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବା ୨୫ ମିଟର ରାପିଡ୍ ଫାୟାର ପିସ୍ତଲ ପୁରୁଷ ଟିମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ପୋଷ୍ଟ କରାଯିବା ଦିନାଙ୍କ:
25 SEP 2023 2:49PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ କ୍ରୀଡ଼ା ୨୦୨୨ରେ ବ୍ରୋଞ୍ଜ ପଦକ ହାସଲ କରିଥିବା ଅନିଶ ଭାନୱାଲା, ବିଜୟବୀର ସିଦ୍ଧୁ ଏବଂ ଆଦର୍ଶ ସିଂଙ୍କ ୨୫ ମିଟର ରାପିଡ ଫାୟାର ପିସ୍ତଲ ପୁରୁଷ ଟିମ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ସେମାନଙ୍କ ବିଜୟ ଧାରାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।
SR
(ରିଲିଜ ଆଡି: 1960750)
ପରିଦର୍ଶକ କାଉଣ୍ଟର : 109
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam