ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

୨୦୨୩ ଅକ୍ଟୋବର ୧ରେ ଶ୍ରମଦାନରେ ନାଗରିକମାନେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

प्रविष्टि तिथि: 29 SEP 2023 10:12AM by PIB Bhubaneshwar

୨୦୨୩ ଅକ୍ଟୋବର ପୂର୍ବାହ୍ନ ୧୦ଟାରେ ସ୍ୱଚ୍ଛ ଭାରତ ଅଭିଯାନର ଏକ ଅଂଶ ଭାବେ ଶ୍ରମଦାନ ଅଭିଯାନରେ ନାଗରିକମାନେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି

ସ୍ୱଚ୍ଛ ଭାରତ ଅର୍ବାନର ଏକ ପୋଷ୍ଟକୁ ଏକ୍ସରେ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:

ଅକ୍ଟୋବର ପୂର୍ବାହ୍ନ ୧୦ଟାରେ ଆମେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱଚ୍ଛତା ଅଭିଯାନ ପାଇଁ ଏକାଠି ହେବା

ଏକ ସ୍ୱଚ୍ଛ ଭାରତ ସମସ୍ତଙ୍କ ଦାୟିତ୍ୱ ଏବଂ ପ୍ରତ୍ୟେକ ଦାୟିତ୍ୱର ମୂଲ୍ୟ ଅଛି ସ୍ୱଚ୍ଛ ଭବିଷ୍ୟତର ଆରମ୍ଭ ପାଇଁ ଏହି ମହାନ ପ୍ରୟାସରେ ସଭିଏ ସାମିଲ ହୁଅନ୍ତୁ

 

SR


(रिलीज़ आईडी: 1961984) आगंतुक पटल : 123
इस विज्ञप्ति को इन भाषाओं में पढ़ें: Telugu , Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Kannada