ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

୨୦୨୩ ଅକ୍ଟୋବର ୧ରେ ଶ୍ରମଦାନରେ ନାଗରିକମାନେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ପୋଷ୍ଟ କରାଯିବା ଦିନାଙ୍କ: 29 SEP 2023 10:12AM by PIB Bhubaneswar

୨୦୨୩ ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ସ୍ୱଚ୍ଛ ଭାରତ ଅଭିଯାନର ଏକ ଅଂଶ ଭାବେ ଶ୍ରମଦାନ ଅଭିଯାନରେ ନାଗରିକମାନେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି ।

ସ୍ୱଚ୍ଛ ଭାରତ ଅର୍ବାନର ଏକ ପୋଷ୍ଟକୁ ଏକ୍ସରେ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ଆମେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱଚ୍ଛତା ଅଭିଯାନ ପାଇଁ ଏକାଠି ହେବା ।

ଏକ ସ୍ୱଚ୍ଛ ଭାରତ ସମସ୍ତଙ୍କ ଦାୟିତ୍ୱ ଏବଂ ପ୍ରତ୍ୟେକ ଦାୟିତ୍ୱର ମୂଲ୍ୟ ଅଛି । ସ୍ୱଚ୍ଛ ଭବିଷ୍ୟତର ଆରମ୍ଭ ପାଇଁ ଏହି ମହାନ ପ୍ରୟାସରେ ସଭିଏ ସାମିଲ ହୁଅନ୍ତୁ ।’

 

SR


(ରିଲିଜ ଆଡି: 1961984) ପରିଦର୍ଶକ କାଉଣ୍ଟର : 145