ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ କ୍ରୀଡ଼ା ୨୦୨୨ରେ ୧୦ ମିଟର ଏୟାର ପିସ୍ତଲ ମହିଳା ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ପଲକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଖୁସି

ପୋଷ୍ଟ କରାଯିବା ଦିନାଙ୍କ: 29 SEP 2023 2:16PM by PIB Bhubaneswar

ହାଙ୍ଗଝୌରେ ଚାଲିଥିôବା ଏସୀୟ କ୍ରୀଡ଼ା ୨୦୨୨ରେ ୧୦ ମିଟର ଏୟାର ପିସ୍ତଲ ମହିଳା ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିିତିଥିବା ପଲକଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

ସୁଟିଂରେ ଭାରତ ପାଇଁ ଆଉ ଏକ ବିଶେଷ ମୁହୂର୍ତ୍ତ!

 

ପଲକଙ୍କୁ ତାଙ୍କ ଅତୁଳନୀୟ ପ୍ରଦର୍ଶନ ଏବଂ ୧୦ ମିଟର ଏୟାର ପିସ୍ତଲ ମହିଳା ପ୍ରତିଯୋଗିତାରେ ସ୍ୱର୍ଣ୍ଣ ଜିତିବା ପାଇଁ ଅଭିନନ୍ଦନ ତାଙ୍କ ସଠିକ୍ ଲକ୍ଷ୍ୟ ଏବଂ ଧ୍ୟାନ ଆମ ଦେଶକୁ ଗୌରବ ଆଣି ଦେଇଛି ତାଙ୍କ ଆଗାମୀ ପ୍ରୟାସ ପାଇଁ ଶୁଭକାମନା ଜଣାଉଛି

 

SR


(ରିଲିଜ ଆଡି: 1962310) ପରିଦର୍ଶକ କାଉଣ୍ଟର : 98