ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ କ୍ରୀଡ଼ା ୨୦୨୨ରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍ ଟିମ୍ ରୌପ୍ୟ ପଦକ ଜିତିବାରେ ପ୍ରଧାନମନ୍ତ୍ରୀଙ୍କ ଖୁସି

ପୋଷ୍ଟ କରାଯିବା ଦିନାଙ୍କ: 30 SEP 2023 1:16PM by PIB Bhubaneswar

ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍ ଟିମ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ସର୍ବଜୋତ ସିଂ ଏବଂ ଦିବ୍ୟା ଟିଏସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଏସୀୟ କ୍ରୀଡ଼ା ୨୦୨୨ରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍ ଟିମ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ସର୍ବୋଜୋତ ସିଂ ଏବଂ ଦିବ୍ୟା ଟିଏସଙ୍କ ପାଇଁ ଗର୍ବିତ । ଏହି ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଉଛି । ସେମାନଙ୍କ ପ୍ରତିଭା, ଉତ୍ସର୍ଗ ଏବଂ ଦଳଗତ କାର୍ଯ୍ୟ ପ୍ରଶଂସନୀୟ ଓ ଭାରତର ଯୁବପିଢ଼ିଙ୍କ ପାଇଁ ପ୍ରେରଣାଦାୟକ ।’

 

 

SR


(ରିଲିଜ ଆଡି: 1962575) ପରିଦର୍ଶକ କାଉଣ୍ଟର : 143