ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡ଼ୁ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 01 OCT 2023 11:29AM by PIB Bhubaneswar

 

ତାମିଲନାଡ଼ୁର ନୀଳଗିରି ଜିଲ୍ଲାରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି

 

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

 

ତାମିଲନାଡ଼ୁର ନୀଳଗିରି ଜିଲ୍ଲା କୁନ୍ନୁର ନିକଟରେ ଏକ ବସ୍ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ପାଇଁ ଦୁଃଖିତ ଶୋକସନ୍ତପ୍ତ ପରିବାର ପାଇଁ ମୋର ସମବେଦନା ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରୁଛି ପିଏମଏନଆରଏଫ୍ରୁ ପ୍ରତି ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

 

 

SR


(ରିଲିଜ ଆଡି: 1962853) ପରିଦର୍ଶକ କାଉଣ୍ଟର : 138