ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଡ. ମହମ୍ମଦ ମୁଇଜ୍ଜୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 01 OCT 2023 9:43AM by PIB Bhubaneshwar

ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା . ମହମ୍ମଦ ମୁଇଜ୍ଜୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ମୁଇଜ୍ଜୁଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା

ସମୟ ପରୀକ୍ଷିତ ଭାରତ-ମାଳଦ୍ୱୀପ ଦ୍ୱିପାକ୍ଷିକ ସମ୍ପର୍କ ମଜଭୁତ କରିବା ଏବଂ ଭାରତ ମହାସାଗରୀୟ ଅଞ୍ଚଳରେ ସାମଗ୍ରିକ ସହଯୋଗ ବଢ଼ାଇବା ପାଇଁ ଭାରତ ପ୍ରତିବଦ୍ଧ

 

SR


(रिलीज़ आईडी: 1962858) आगंतुक पटल : 165
इस विज्ञप्ति को इन भाषाओं में पढ़ें: Gujarati , English , Urdu , हिन्दी , Marathi , Bengali , Assamese , Manipuri , Punjabi , Tamil , Telugu , Kannada , Malayalam