ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜମ୍ମୁ-କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ୧୦୦% ଗ୍ରାମ ଓଡିଏଫ୍ ପ୍ଲସ୍ ମାନ୍ୟତା ହାସଲ କରିଥିବାରୁ ଜମ୍ମୁ-କାଶ୍ମୀରକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 02 OCT 2023 8:51AM by PIB Bhubaneshwar

ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେମଡେଲବର୍ଗରେ ଜମ୍ମୁ-କଶ୍ମୀର ୟୁଟିର ୧୦୦% ଗ୍ରାମ ଓଡିଏଫ୍ ପ୍ଲସ୍ ମାନ୍ୟତା ହାସଲ କରିବା ପାଇଁ ଜମ୍ମୁ-କଶ୍ମୀରକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

ପ୍ରଶଂସନୀୟ ପ୍ରୟାସ, ଏଥିପାଇଁ ମୁଁ ଜମ୍ମୁ-କଶ୍ମୀରବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏକ ସ୍ୱଚ୍ଛ ତଥା ସୁସ୍ଥ ଭାରତ ଆଡ଼କୁ ଆମର ଯାତ୍ରା ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ

SR



(Release ID: 1963260) Visitor Counter : 86