ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 02 OCT 2023 8:52AM by PIB Bhubaneswar

ଗାନ୍ଧୀ ଜୟନ୍ତୀର ସ୍ୱତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ଅର୍ପଣ କରିଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ଗାନ୍ଧୀ ଜୟନ୍ତୀର ବିଶେଷ ଅବସରରେ ମୁଁ ମହାତ୍ମା ଗାନ୍ଧୀଙ୍କୁ ପ୍ରଣାମ କରୁଛି । ତାଙ୍କ କାଳଜୟୀ ଶିକ୍ଷା ଆମ ପଥକୁ ଆଲୋକିତ କରିଚାଲିଛି । ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବିଶ୍ୱବ୍ୟାପୀ, ସମଗ୍ର ମାନବିକତାକୁ ଏକତା ଏବଂ କରୁଣାର ଭାବନାକୁ ଆଗକୁ ବଢ଼ାଇବା ପାଇଁ ପ୍ରେରଣା ଯୋଗାଏ । ଆମେ ସର୍ବଦା ତାଙ୍କ ସ୍ୱପ୍ନ ପୂରଣ ପାଇଁ କାର୍ଯ୍ୟ କରିବା । ତାଙ୍କ ଚିନ୍ତାଧାରା ପ୍ରତ୍ୟେକ ଯୁବକଙ୍କୁ ସେହି ପରିବର୍ତ୍ତନର ବାହକ ହେବାରେ ସକ୍ଷମ କରୁ, ଯାହାକି ସବୁବେଳେ ଏକତା ଏବଂ ସଦଭାବକୁ ପ୍ରୋତ୍ସହିତ କରିଥାଏ ।’

 

SR


(ରିଲିଜ ଆଡି: 1963261) ପରିଦର୍ଶକ କାଉଣ୍ଟର : 166