ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହିଳା ୧୫୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ହର୍ମିଲନ ବେନ୍ସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 01 OCT 2023 8:30PM by PIB Bhubaneshwar

ଏସୀୟ କ୍ରୀଡ଼ାରେ ମହିଳା ୧୫୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ହର୍ମିଲନ ବେନ୍ସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

ମହିଳା ୧୫୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବାରୁ ହର୍ମିଲନ ବେନ୍ସଙ୍କୁ ଅଭିନନ୍ଦନ ଖେଳ ପ୍ରତି ଉତ୍ସାହ, ନିଷ୍ଠା ଏବଂ ପ୍ରେମର ଏକ ଚମତ୍କାର ପ୍ରଦର୍ଶନ ।’

 

SR


(रिलीज़ आईडी: 1963975) आगंतुक पटल : 103
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam