ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 02 OCT 2023 3:14PM by PIB Bhubaneswar

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଘାଟରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ସେ ଏକ୍ସରେ ଏକ ଫଟୋ ପୋଷ୍ଟ କରି କ୍ୟାପସନରେ ଲେଖିଛନ୍ତି:

ଆଜି ସକାଳେ ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି

SR


(रिलीज़ आईडी: 1964066) आगंतुक पटल : 89
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam