ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ବିଜୟଘାଟରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
02 OCT 2023 2:51PM by PIB Bhubaneswar
ଆଜି ବିଜୟଘାଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ୍ସରେ ଏକ ଫଟୋ ପୋଷ୍ଟ କରି ସେ କ୍ୟାପସନ ଲେଖିଛନ୍ତି:
‘ବିଜୟଘାଟରେ ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।’
SR
(ରିଲିଜ ଆଡି: 1964070)
ପରିଦର୍ଶକ କାଉଣ୍ଟର : 93
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam