ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ କ୍ରୀଡ଼ା ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
04 OCT 2023 7:22PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଠାରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି:
‘‘ଏସୀୟ କ୍ରୀଡ଼ାରେ ପୁରୁଷ ଜାଭେଲିନ୍ରେ ଆମର ସଫଳତା ଉଲ୍ଲେଖନୀୟ। ଭାରତକୁ ରୌପ୍ୟ ପଦକ ମଧ୍ୟ ଆସିଛି। ଏହି ପ୍ରତିଯୋଗିତାରେ ଏହି ଚମତ୍କାର ରୌପ୍ୟ ପଦକ ଜିତିଥିବାରୁ କିଶୋର ଜେନାଙ୍କୁ ଅଭିନନ୍ଦନ । ଏହି ବିଜୟକୁ ଦେଶ ପ୍ରଶଂସା କରୁଛି।’’
****
P.S.
(ରିଲିଜ ଆଡି: 1964390)
ପରିଦର୍ଶକ କାଉଣ୍ଟର : 180
ଏହି ରିଲିଜ ପଢନ୍ତୁ :
Tamil
,
Malayalam
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Telugu
,
Kannada