ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସ୍କ୍ବାସ ମିକ୍ସଡ ଡବଲ୍ସ ରେ ବ୍ରୋଞ୍ଜ ପଦକ ଜିତିଥିବା ହେତୁ ଅଭୟ ସିଂ ଏବଂ ଅନାହତ ସିଂଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
Posted On:
04 OCT 2023 7:15PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସିଆନ୍ ଗେମ୍ ରେ ସ୍କ୍ବାସ ମିକ୍ସଡ୍ ଡବଲ୍ସ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ହେତୁ ଅଭୟ ସିଂ ଓ ଅନାହତ ସିଂଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି :
‘‘ଭାରତ ପାଇଁ ସ୍କ୍ବାସ ମିକ୍ସଡ୍ ଡବଲ୍ସ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ହେତୁ ଅଭୟ ସିଂ ଓ ଅନାହତ ସିଂଙ୍କୁ ଅଭିନନ୍ଦନ! ଏହା ବାସ୍ତବରେ ଏକ ଆକର୍ଷଣୀୟ ପ୍ରଦର୍ଶନ ଥିଲା। ଆପଣଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଶୁଭ କାମନା।’’
BS
(Release ID: 1964612)
Read this release in:
Kannada
,
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam