ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମୁମ୍ବାଇର ଗୋରେଗାଓଁରେ ଅଗ୍ନିକାଣ୍ଡରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା କଲେ

ପୋଷ୍ଟ କରାଯିବା ଦିନାଙ୍କ: 06 OCT 2023 12:50PM by PIB Bhubaneswar

ମୁମ୍ବାଇର ଗୋରେଗାଓଁରେ ଘଟିଥିବା ଅଗ୍ନିକାଣ୍ଡରେ ଲୋକଙ୍କ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି । ପିଏମଏନଆରଏଫରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ ଅଫିସ୍ ପକ୍ଷରୁ ଟୁଇଟ୍ କରାଯାଇଛି:

 

‘ମୁମ୍ବାଇର ଗୋରେଗାଓଁରେ ଅଗ୍ନିକାଣ୍ଡରେ ଲୋକଙ୍କ ଜୀବନ ହାନି ଘଟିଥିବାରୁ ବହୁତ ଦୁଃଖିତ । ମୃତକଙ୍କ ପରିବାରକୁ ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଲୋକଙ୍କୁ ଅଧିକାରୀମାନେ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି ।

 

ମୃତକଙ୍କ ପରିବାରୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାରଯିବ: ପ୍ରଧାନମନ୍ତ୍ରୀ’ ।

 

SR


(ରିଲିଜ ଆଡି: 1965372) ପରିଦର୍ଶକ କାଉଣ୍ଟର : 141