ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗତ ୬୦ ବର୍ଷରେ ଏସୀୟ କ୍ରୀଡ଼ାରେ ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

प्रविष्टि तिथि: 08 OCT 2023 11:03AM by PIB Bhubaneshwar

ଏସୀୟ କ୍ରୀଡ଼ାରେ ଚଳିତଥର ସର୍ବାଧିକ ୧୦୭ ପଦକ ସହ ଗତ ୬୦ ବର୍ଷରେ ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ଖେଳାଳିଙ୍କ ଅଦମ୍ୟ ନିଷ୍ଠା, ନିରନ୍ତର ପ୍ରୟାସ ଏବଂ ପରିଶ୍ରମକୁ ଶ୍ରୀ ମୋଦୀ ପ୍ରଶଂସା କରିଛନ୍ତି

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଐତିହାସିକ ସଫଳତା!

 

ଆମ ଅବିଶ୍ୱସନୀୟ ଆଥଲେଟମାନେ ୧୦୭ ପଦକ ଆଣିଥିବାରୁ ସମଗ୍ର ଦେଶ ଉଲ୍ଲସିତ, ଯାହା କି ଗତ ୬୦ ବର୍ଷରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ

 

ଆମ ଖେଳାଳିମାନଙ୍କ ଅଦମ୍ୟ ନିଷ୍ଠା, ନିରନ୍ତର ପ୍ରୟାସ ଏବଂ ପରିଶ୍ରମ ଦେଶକୁ ଗର୍ବିତ କରିଛି ସେମାନଙ୍କ ବିଜୟ ଆମକୁ ଅବିସ୍ମରଣୀୟ ମୁହୂର୍ତ୍ତ ଦେଇଛି, ସମସ୍ତଙ୍କୁ ପ୍ରେରିତ କରିଛି ଏବଂ ଉତ୍କର୍ଷତା ପ୍ରତି ଆମର ପ୍ରତିବଦ୍ଧତାକୁ ନିଶ୍ଚିତ କରିଛି


(रिलीज़ आईडी: 1965791) आगंतुक पटल : 156
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam