ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିବା ଚେସ୍ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
07 OCT 2023 10:04PM by PIB Bhubaneshwar
ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିବା ଚେସ୍ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:
‘ଅସାଧାରଣ ପ୍ରତିଭାର ପ୍ରଦର୍ଶନ! ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ହାସଲ କରିଥିବାରୁ ଆମ ଚେସ୍ ପୁରୁଷ ଦଳକୁ ଅଭିନନ୍ଦନ । ସେମାନଙ୍କ ଭବିଷ୍ୟତର ପ୍ରୟାସ ପାଇଁ ଶୁଭକାମନା ।’
SR
(ରିଲିଜ ଆଡି: 1965793)
ପରିଦର୍ଶକ କାଉଣ୍ଟର : 127
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam