ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରୌପ୍ୟ ପଦକ ଜିତିଥିବା ଚେସ୍ ମହିଳା ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
07 OCT 2023 10:02PM by PIB Bhubaneswar
ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିବା ଚେସ୍ ମହିଳା ଟିମକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:
‘ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିବା ଆମ ଚେସ୍ ମହିଳା ଟିମକୁ ଅଭିନନ୍ଦନ । ଏହି ପଦକ ସେମାନଙ୍କ ପ୍ରତିଭା ଏବଂ ନିଷ୍ଠାର ପ୍ରମାଣ ।’
SR
(ରିଲିଜ ଆଡି: 1965794)
ପରିଦର୍ଶକ କାଉଣ୍ଟର : 127
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam