ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବାୟୁସେନା ଦିବସରେ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 08 OCT 2023 9:52AM by PIB Bhubaneswar

ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

ବାୟୁସେନା ଦିବସରେ ସମସ୍ତ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଭାରତୀୟ ବାୟୁସେନାର ବୀରତ୍ୱ, ପ୍ରତିବଦ୍ଧତା ଏବଂ ସମର୍ପଣ ପାଇଁ ଭାରତ ଗର୍ବିତ ସେମାନଙ୍କ ସେବା ଏବଂ ବଳିଦାନ ଆମ ଆକାଶର ସୁରକ୍ଷାକୁ ସୁନିଶ୍ଚିତ କରେ

 

SR


(ରିଲିଜ ଆଡି: 1965796) ପରିଦର୍ଶକ କାଉଣ୍ଟର : 112