ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତ ରତ୍ନ ନାନାଜୀ ଦେଶମୁଖଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 11 OCT 2023 9:38AM by PIB Bhubaneshwar

ଭାରତ ରତ୍ନ ନାନାଜୀ ଦେଶମୁଖଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ନାନାଜୀ ଦେଶମୁଖ ତାଙ୍କ ଜୀବନକୁ ଦେଶର ଗ୍ରାମାଞ୍ଚଳ ଏବଂ ଆଦିବାସୀ କ୍ଷେତ୍ରର ବିକାଶ ଲାଗି ଉତ୍ସର୍ଗ କରିଥିଲେ ତାଙ୍କ ବଳିଦାନ ଏବଂ ସେନା ସବୁ ପିଢ଼ି ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

ଭାରତ ରତ୍ନ ନାନାଜୀ ଦେଶମୁଖଙ୍କ ଜୟନ୍ତୀରେ ତାଙ୍କୁ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସେ ଦେଶର ଗ୍ରାମାଞ୍ଚଳ ଏବଂ ଆଦିବାସୀ କ୍ଷେତ୍ରର ବିକାଶ ଲାଗି ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ତାଙ୍କ ବଳିଦାନ ଏବଂ ସେନା ସବୁ ପିଢ଼ି ପ୍ରେରଣାର ଉତ୍ସ ହୋଇ ରହିବ

 

SR


(रिलीज़ आईडी: 1966526) आगंतुक पटल : 135
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam